ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୫ ଗିରଫ, ୮୪ବାହନ ଜବତ desk May 29, 2021 ଭୁବନେଶ୍ୱର,ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୫ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୬୪ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୦,୩୪,୦୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Corona Continue Reading Previous: ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୨୦,୮୦,୦୪୮ ନମୂନାର ପରୀକ୍ଷଣNext: ଗୋଟିଏ ଦିନରେ ୭୧୮୮ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୯୯୫୫ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ଓମ ଭେଲି ସ୍କୁଲଠାରେ ଆନ୍ତଃରାଜ୍ୟ ସ୍ତରୀୟ ଫୁଟ୍ବଲ୍ କ୍ରୀଡ଼ା ପ୍ରତିଯୋଗିତା ଆୟୋଜିତ 1 min read ଓଡିଶା ଓମ ଭେଲି ସ୍କୁଲଠାରେ ଆନ୍ତଃରାଜ୍ୟ ସ୍ତରୀୟ ଫୁଟ୍ବଲ୍ କ୍ରୀଡ଼ା ପ୍ରତିଯୋଗିତା ଆୟୋଜିତ August 23, 2025 ୨୩ ଓ ୨୪ ତାରିଖ ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ ଓଡିଶା ୨୩ ଓ ୨୪ ତାରିଖ ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ August 23, 2025 ଆଗାମୀ ୭ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ ଓଡିଶା ଆଗାମୀ ୭ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ August 23, 2025