ଭୁବନେଶ୍ୱର,ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୫ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୬୪ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୦,୩୪,୦୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।
Related Stories
May 4, 2024