ରାଷ୍ଟ୍ରୀୟ ରାଜ୍ୟରେ ୨୪ ଘଂଟାରେ କରୋନାରେ 33 ଜଣଙ୍କର ମୃତ୍ୟୁ desk May 30, 2021 ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୩୩ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୨୭୨୯ ହୋଇ ଯାଇଛି । Tags: Corona Continue Reading Previous: ଗୋଆରେ ଗତ ୨୪ ଘଂଟାରେ ୧,୫୦୪ କରୋନାର ନୂଆ ମାମଲା Next: କରୋନାରେ ଦେଶରେ ଗତ ୨୪ ଘଂଟାରେ ୧,୬୫,୫୫୩ ନୂଆ ମାମଲା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ ରାଷ୍ଟ୍ରୀୟ ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ October 15, 2025 ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ ରାଷ୍ଟ୍ରୀୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ October 9, 2025 ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ ରାଷ୍ଟ୍ରୀୟ ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ October 9, 2025