 
                - 
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୬୪୯୯୭

ଆଜି ଚିହ୍ନଟ ହୋଇଥିବା ୮୩୧୩ ଜଣଙ୍କ ମଧ୍ୟରୁ  ୪୬୫୫  ଜଣ ସଂଗରୋଧରୁ ହୋଇଥିବା ବେଳେ ୩୬୫୮ ଜଣ ସ୍ଥାନୀୟ ଲୋକ ବୋଲି  ସୂଚନା  ଓ ଲୋକ ସମ୍ପର୍କ  ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି  ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
                            
                        
	                    
 
                    







