

କର୍ଣାଟକରେ ଗତ ୨୪ ଘଂଟାରେ ୨୦,୩୭୮ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୨୦,୩୭୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୮୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୪୨,୦୧୦ ହୋଇଛି ।