ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୨୭ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୨୮୫ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୦,୪୭,୦୫୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।
Related Stories
May 17, 2024