ନୂଆଦିଲ୍ଲୀ, କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ ଶ୍ରୀ ଡି.ଭି ସଦାନନ୍ଦ ଗୌଡା ଘୋଷଣା କରିଛନ୍ତି ଯେ ଆମ୍ଫୋଟେରିସିନ୍-ବି ର ଅତିରିକ୍ତ 30100 ଭାଏଲ୍ସ ଆଜି ସମସ୍ତ ରାଜ୍ୟ, କେନ୍ଦ୍ରଶାସିତ ଅଞ୍ଚଳ ଏବଂ କେନ୍ଦ୍ରୀୟ ଅନୁଷ୍ଠାନଗୁଡିକୁ ଆବଣ୍ଟିତ କରାଯାଇଛି । ସେଥିମଧ୍ୟରୁ ଓଡ଼ିଶାକୁ ମିଳିଛି 50 ଭାଏଲ୍ସ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO