
ଚଣ୍ଡିଗଡ , ହରିଆଣାରେ ଗତ ୨୪ ଘଂଟାରେ ୧୨୪୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮,୫୮୦ ହୋଇଛି ।
ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୧୦,୧୩୭ କରୋନାର ନୂଆ ମାମଲା
କୋଲକାତା , ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୧୦,୧୩୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮୭,୦୪୮ହୋଇ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO