କର୍ଣାଟକରେ ଗତ ୨୪ ଘଂଟାରେ ୧୪,୩୦୪ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧୪,୩୦୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୬୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୯୮,୨୯୯ହୋଇଛି ।
କେରଳରେ ଗତ ୨୪ ଘଂଟାରେ ୧୯,୭୬୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୧୯,୭୬୦ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।