
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୨୫,୩୧୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୮୩ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୮୮,୭୦୨ହୋଇଛି
ହିମାଚଳରେ ୮୬୫କରୋନାର ନୂଆ ମାମଲା
ସିମଲା, ହିମାଚଳ ପ୍ରଦେଶରେ ଗତ ୨୪ ଘଂଟା ମଧ୍ୟରେ ୮୬୫ଟି କରୋନାର ନୂଆ ମାମଲା ସାମନାକୁ ଆସିଛି । । ଏହା ସହ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧୧,୯୭୫ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ମୁମ୍ବାଇରେ ଗତ ୨୪ ଘଂଟାରେ ୯୨୫ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୯୨୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୧ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୬,୫୮୦ ହୋଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO