

ଜାମ୍ମୁ କାଶ୍ମୀରରେ ଗତ ୨୪ ଘଂଟାରେ ୧,୭୧୮ କରୋନାର ନୂଆ ମାମଲା
ଶ୍ରୀନଗର, ଜାମ୍ମୁ କାଶ୍ମୀରରେ ଗତ ୨୪ ଘଂଟାରେ ୧,୭୧୮ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ଜାମ୍ମୁ କାଶ୍ମୀର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୧,୫୭୯ହୋଇ ଯାଇଛି ।
ମଣିପୁରରେ ୭୨୯ କରୋନାର ନୂଆ ମାମଲା
ଇମ୍ଫାଲ , ମଣିପୁରରେ ଗତ ୨୪ ଘଂଟାରେ ୭୨୯ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।