ଦିଲ୍ଲୀରେ ଗତ ୨୪ ଘଂଟାରେ ୪୮୭ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୪୮୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୫ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୭୪୮ ହୋଇ ଯାଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୫,୨୨୯ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୫,୨୨୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୦୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୦୪,୯୭୪ ହାଇଛି ।