ହରିଆଣାରେ ଗତ ୨୪ ଘଂଟାରେ କରୋନାର ୮୯୫ ନୂଆ ମାମଲା
ଚଣ୍ଡିଗଡ , ହରିଆଣାରେ ଗତ ୨୪ ଘଂଟାରେ ୮୯୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୦୫୪ହୋଇଛି ।
ଝାରଖଣ୍ଡରେ କରୋନାର ୪୭୮ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୪୭୮ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬,୮୩୨ ହୋଇଛି ।
ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୭୯୮ କରୋନାର ନୂଆ ମାମଲା, ୪୮ ମୃତ
ଭୋପାଳ , ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୭୯୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୦ ଜଣଙ୍କର ମୃତ୍ୟୁ ଘଟିଛି । ମଧ୍ୟ ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୨,୮୮୯ହୋଇ ଯାଇଛି ।
ହିମାଚଳରେ ୭୮୭କରୋନାର ନୂଆ ମାମଲା
ସିମଲା, ହିମାଚଳ ପ୍ରଦେଶରେ ଗତ ୨୪ ଘଂଟା ମଧ୍ୟରେ ୭୮୭ ଟି କରୋନାର ନୂଆ ମାମଲା ସାମନାକୁ ଆସିଛି । । ଏହା ସହ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୯୭୮୭ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।