କର୍ଣାଟକରେ ଗତ ୨୪ ଘଂଟାରେ ୧୩,୮୦୦ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧୩,୮୦୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୬୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୬୮,୨୭୫ ହୋଇଛି ।
ରାଜସ୍ଥାନରେ ଗତ ୨୪ ଘଂଟାରେ ୯୪୨ କରୋନାର ନୂଆ ମାମଲା
ଜୟପୁର , ରାଜସ୍ଥାନରେ ଗତ ୨୪ ଘଂଟାରେ ୯୪୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧,୫୫୦ ହୋଇ ଯାଇଛି ।