ଓଡିଶା ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ୪୧ଜଣଙ୍କର ମୃତ୍ୟୁ desk June 7, 2021 ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୧ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୦୩୫ ହୋଇ ଯାଇଛି । Tags: Corona Continue Reading Previous: କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୨୧ ଗିରଫ, ୧୧୦ ବାହନ ଜବତNext: ମାଲକାନଗିରି ଜିଲ୍ଲାରେ ୧ 0୭ ଜଣ ଆକ୍ରାନ୍ତ ଚି଼ହ୍ନଟ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 16 December2025 Important news 1 min read ଓଡିଶା Indo Kaling Times 16 December2025 Important news December 16, 2025 ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ : ୧୦ ଦିନ ମଧ୍ୟରେ ପ୍ରାୟ ୫ କୋଟି ଟଙ୍କାର ବ୍ୟବସାୟ 1 min read ଓଡିଶା ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ : ୧୦ ଦିନ ମଧ୍ୟରେ ପ୍ରାୟ ୫ କୋଟି ଟଙ୍କାର ବ୍ୟବସାୟ December 16, 2025 ଓଡ଼ିଶା ଫାର୍ମା ସମ୍ମିଳନୀ ୨୦୨୫ 1 min read ଓଡିଶା ଓଡ଼ିଶା ଫାର୍ମା ସମ୍ମିଳନୀ ୨୦୨୫ December 16, 2025