ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୬ ଗିରଫ, ୧୫୯ ବାହନ ଜବତ desk June 9, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୬ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୧୫୯ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୧,୮୯,୯୮୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Odisha Police Continue Reading Previous: ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ୪୩ଜଣଙ୍କର ମୃତ୍ୟୁ , ମୋଟ ମୃତ୍ୟୁ ସଂଖ୍ୟା ୩୧୨୩ ହେଲା Next: ଗୋଟିଏ ଦିନରେ ୬୦୧୯ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୩୧୧୨୯ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 16 October 2025 Important news 1 min read ଓଡିଶା Indo Kaling Times 16 October 2025 Important news October 16, 2025 ଡିସେମ୍ବର ୧୩ ରୁ କୋଣାର୍କ ରେ ଇକୋ ରିଟ୍ରିଟ୍ , ଓଡିଶା ଡିସେମ୍ବର ୧୩ ରୁ କୋଣାର୍କ ରେ ଇକୋ ରିଟ୍ରିଟ୍ , October 16, 2025 ପୋଷଣ କାର୍ଯ୍ୟକ୍ରମ ରେ ପୁରୀ ଜିଲ୍ଲା ଶ୍ରେଷ୍ଠ ବିବେଚିତ, ଓଡିଶା ପୋଷଣ କାର୍ଯ୍ୟକ୍ରମ ରେ ପୁରୀ ଜିଲ୍ଲା ଶ୍ରେଷ୍ଠ ବିବେଚିତ, October 16, 2025