ଦିଲ୍ଲୀରେ ଗତ ୨୪ ଘଂଟାରେ ୩୧୬ କରୋନାର ନୂଆ ମାମଲା
ଦିଲ୍ଲୀ,ଦିଲ୍ଲୀରେ ଗତ ୨୪ ଘଂଟାରେ ୩୧୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୬ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୯୬୨ହୋଇ ଯାଇଛି ।