ଓଡିଶା ହାତୀ ଆକ୍ରମଣରେ ବୃଦ୍ଧ ମୃତ, ମହିଳା ଗୁରୁତର desk June 10, 2021 ଗଞ୍ଜାମ, ହାତୀ ଆକ୍ରମଣରେ ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଲକ୍ ଅନ୍ତର୍ଗତ ଜିଲିବା ଗ୍ରାମର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ସେହିପରି କାଠପଙ୍କାଳ ଗ୍ରାମର ଜଣେ ମହିଳା ମଧ୍ୟ ହାତୀ ଆକ୍ରମଣରେ ଗୁରୁତର ଭାବେ ଆହତ ହୋଇଛନ୍ତି । ତାଙ୍କୁ ଚିକିତ୍ସା ନିମନ୍ତେ ନିକଟସ୍ଥ ହସ୍ପିଟାଲରେ ଭର୍ତି କରାଯାଇଛି । Tags: Old man killed in Elephant attack woman severely injured Continue Reading Previous: ସାବିତ୍ରୀରେ ଭକ୍ତଙ୍କୁ ସୁଲଭ ମୂଲ୍ୟରେ ଅଭଡ଼ା ବ୍ୟବସ୍ଥା,Next: ଗଞ୍ଜାମ ଜିଲ୍ଲାରେ ନୂଆ ୪୫ କରୋନା ପଜିଟିଭ୍ ଚିହ୍ନଟ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ 1 min read ଓଡିଶା ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ December 19, 2025 ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ ଓଡିଶା ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ December 19, 2025 ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା ଓଡିଶା ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା December 19, 2025