ଭୁବନେଶ୍ୱର, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ଆସନ୍ତା ୪୮ ଘଂଟ । ମଧ୍ୟରେ ମୌସୁମୀ ବାୟୁ ସାରା ରାଜ୍ୟରେ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
Related Stories
May 17, 2024