ସେହିପରି କରୋନାରେ ଆଉ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ମୃତକ ଦ୍ୱୟଙ୍କ ମଧ୍ୟରେ ଜଣେ ୪୮ ବର୍ଷିୟ ପୁରୁଷ ଓ ଅନ୍ୟ ଜଣେ ୪୮ ବର୍ଷିୟ ମହିଳା ରହିଛନ୍ତି । ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୪୨ କୁ ବୃଦ୍ଧି ପାଇଛି । ଏଥି ସହ ଜିଲ୍ଲାରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୦ ରେ ପହଂଚିଛି ।
Related Stories
November 24, 2024
November 24, 2024