ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୨୧ ଗିରଫ, ୩୭୪ ବାହନ ଜବତ desk June 13, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୨୧ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୩୭୪ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୧୮,୦୪,୯୫୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Odisha Police Continue Reading Previous: ଗୋଟିଏ ଦିନରେ ୪୪୬୯ କରୋନା ଆକ୍ରାନ୍ତ ଚିହ୍ନଟ , ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୧୭୮୨ Next: ଜୁନ୍ ଶେଷ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ – ସମୀର ରଂଜନ ଦାଶ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ୧୭୬ ଏନସିସି କ୍ୟାଡେଟଙ୍କୁ ମିଳିଲା ‘ଜୁନିୟର ରକ୍ଷକ’ ମାନ୍ୟତା, ଓଡିଶା ୧୭୬ ଏନସିସି କ୍ୟାଡେଟଙ୍କୁ ମିଳିଲା ‘ଜୁନିୟର ରକ୍ଷକ’ ମାନ୍ୟତା, May 19, 2024 ବିଜେଡିରୁ ବଡ ଝଟକା, ଦଳରୁ ଇସ୍ତଫା ଦେଲେ ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓଡିଶା ବିଜେଡିରୁ ବଡ ଝଟକା, ଦଳରୁ ଇସ୍ତଫା ଦେଲେ ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ May 19, 2024 ବିଜେପିରେ ମିଶିଲେ ନିମାପଡା ବିଧାୟକ ସମୀର ରଂଜନ ଦାଶ ଓଡିଶା ବିଜେପିରେ ମିଶିଲେ ନିମାପଡା ବିଧାୟକ ସମୀର ରଂଜନ ଦାଶ May 19, 2024