ଦିଲ୍ଲୀରେ ଗତ ୨୪ ଘଂଟାରେ ୨୧୩ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୧୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୮ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬୧୦ ହୋଇ ଯାଇଛି ।
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୬୯୫୨ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୬୯୫୨ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୮,୦୩,୦୭୪ ହୋଇଛି ।
ହିମାଚଳରେ ୩୭୦ କରୋନାର ନୂଆ ମାମଲା
ସିମଲା, ହିମାଚଳ ପ୍ରଦେଶରେ ଗତ ୨୪ ଘଂଟା ମଧ୍ୟରେ ୩୭୦ ଟି କରୋନାର ନୂଆ ମାମଲା ସାମନାକୁ ଆସିଛି । । ଏହା ସହ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୫୪୦ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।