ଦିଲ୍ଲୀରେ ଗତ ୨୪ ଘଂଟାରେ ୨୫୫ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୫୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୩ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୬୬ ହୋଇ ଯାଇଛି ।
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୬,୭୭୦ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୬,୭୭୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮୫,୬୩୭ହୋଇଛି ।
ଗୋଆରେ ଗତ ୨୪ ଘଂଟାରେ ୪୨୦ କରୋନାର ନୂଆ ମାମଲା
ପାଣଜୀ , ଗୋଆରେ ଗତ ୨୪ ଘଂଟାରେ ୪୨୦ ନୂଆ କରୋନାର ମାମଲା ସାମନାକୁ ଆସିଛି । । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୮୮୨ ହୋଇଛି ।