

ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୪,୫୪୯ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୪,୫୪୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮୦,୦୧୩ହୋଇଛି ।
ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୨୪୨ କରୋନାର ନୂଆ ମାମଲା, ୩୬ ମୃତ
ଭୋପାଳ ୧୫ଜୁନ ,ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୨୪୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୬ ଜଣଙ୍କର ମୃତ୍ୟୁ ଘଟିଛି । ମଧ୍ୟ ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୯୪୧ ହୋଇ ଯାଇଛି ।