ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୬୮୩୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୨୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୭୨,୧୪୧ହୋଇଛି ।
ତେଲେଙ୍ଗାନାରେ ଗତ ୨୪ ଘଂଟାରେ କରୋନାର ୧୫୧୧ ନୂଆ ମାମଲା
ହାଇଦ୍ରାବାଦ , ତେଲେଙ୍ଗାନାରେ ଗତ ୨୪ ଘଂଟାରେ ୧୫୧୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧,୧୩୭ ହୋଇଛି ।
ଚଣ୍ଡିଗଡରେ କରୋନାର ୫୦ ନୂଆ ମାମଲା
ଚଣ୍ଡୀଗଡ. ଲଦାଖରେ କରୋନାର ୫୦ ଟି ନୂଆ ମାମଲା ସାମନାକୁ ଆସିଛି । ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫୦୭ ହୋଇଛି ।