-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୬୩୦୬୧

ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୩୫୩୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୬୩୦୬୧ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୮୧୧୭୮୦ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୪୭୭୯୬ ରହିଛି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୨୧ ଗିରଫ, ୪୮୩ବାହନ ଜବତ
ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୨୧ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୪୮୩ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୫,୪୨,୪୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO