ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୨୨ ଗିରଫ, ୫୦୫ବାହନ ଜବତ desk June 17, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୨୨ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୫୦୫ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୩,୩୦,୯୦୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Odisha Police Continue Reading Previous: ସାରା ରାଜ୍ୟରେ ଲାଗୁ ହେଲା ଆଂଶିକ ଲକଡାଉନ କଟକଣା Next: ଦିବଙ୍ଗତ ବିଧାୟକ ମଦନ ମୋହନ ଦତଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଂଜଳି ଜଣାଇଲେ କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 30 October 2025 Important news 1 min read ଓଡିଶା Indo Kaling Times 30 October 2025 Important news October 30, 2025 ଓଡ଼ିଶାରେ କ୍ରନିକ୍ କିଡିନୀ ରୋଗର ପ୍ରତିରୋଧ ଓ ନିୟନ୍ତ୍ରଣ ଏବଂ ଆଗାମୀ ପଦକ୍ଷେପ ସମ୍ପର୍କରେ ଟେକନିକାଲ କମିଟି ବୈଠକ ଅନୁଷ୍ଠିତ 1 min read ଓଡିଶା ଓଡ଼ିଶାରେ କ୍ରନିକ୍ କିଡିନୀ ରୋଗର ପ୍ରତିରୋଧ ଓ ନିୟନ୍ତ୍ରଣ ଏବଂ ଆଗାମୀ ପଦକ୍ଷେପ ସମ୍ପର୍କରେ ଟେକନିକାଲ କମିଟି ବୈଠକ ଅନୁଷ୍ଠିତ October 30, 2025 କଥା ଦେଇ କଥା ରଖିଲେ ସରକାର ବିକାଶ ସହ ପରିବେଶ ସୁରକ୍ଷାକୁ ଗୁରୁତ୍ୱ ଦେବ ପୂର୍ତ୍ତ ବିଭାଗ ଓଡିଶା କଥା ଦେଇ କଥା ରଖିଲେ ସରକାର ବିକାଶ ସହ ପରିବେଶ ସୁରକ୍ଷାକୁ ଗୁରୁତ୍ୱ ଦେବ ପୂର୍ତ୍ତ ବିଭାଗ October 30, 2025