ଓଡିଶା ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ୩୯ ଜଣଙ୍କର ମୃତ୍ୟୁ desk June 17, 2021 ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୩୯ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୪୭୧ ହୋଇ ଯାଇଛି । Tags: Corona Continue Reading Previous: ଗୋଟିଏ ଦିନରେ ୩୬୩୧ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୬୬୬୯୨ Next: ପୁରୀକୁ ମଦମୁକ୍ତ କରିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ 1 min read ଓଡିଶା ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ December 19, 2025 ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ ଓଡିଶା ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ December 19, 2025 ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା ଓଡିଶା ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା December 19, 2025