କର୍ଣାଟକରେ ଗତ ୨୪ ଘଂଟାରେ ୭୩୪୫ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୭୩୪୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୪୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୫୧,୫୬୬ ହୋଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୧୦,୪୪୮ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୧୦,୪୪୮ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୭୦ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୧୪,୩୩୫ ହୋଇଛି ।
ମୁମ୍ବାଇରେ ଗତ ୨୪ ଘଂଟାରେ ୮୩୦ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୮୩୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୪,୯୦୭ ହୋଇଛି ।