ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୩,୧୮୭ କରୋନାର ନୂଆ ମାମଲା
କୋଲକାତା ,ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୩,୧୮୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧,୧୫୨ହୋଇ ଯାଇଛି ।
ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୧୬୦ କରୋନାର ନୂଆ ମାମଲା, ୩୪ ମୃତ
ଭୋପାଳ , ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୧୬୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୪ ଜଣଙ୍କର ମୃତ୍ୟୁ ଘଟିଛି । ମଧ୍ୟ ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୨୭୩ ହୋଇ ଯାଇଛି ।