ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୧ ଗିରଫ, ୩୪୩ ବାହନ ଜବତ desk June 18, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୧ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୩୪୩ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୦,୬୫,୫୫୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Odisha Police Continue Reading Previous: ଗୋଟିଏ ଦିନରେ ୩୮୦୬ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭୦୪୯୮Next: ଛୁରୀ ଭୁଷି ଯୁବକଙ୍କୁ ହତ୍ୟା ଘଟଣା : ମୁଖ୍ୟ ଅଭିଯୁକ୍ତ ଗିରଫ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଉଦଘାଟିତ ଓଡିଶା ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଉଦଘାଟିତ November 6, 2025 କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ ଓଡିଶା କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ November 6, 2025 ବାଲିଯାତ୍ରାରେ ବୟନିକା ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଉଦଘାଟିତ ଓଡିଶା ବାଲିଯାତ୍ରାରେ ବୟନିକା ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଉଦଘାଟିତ November 6, 2025