ରାଷ୍ଟ୍ରୀୟ ଆସାମରେ କରୋନାର ୩,୫୭୧ ନୂଆ ମାମଲା desk June 20, 2021 ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୩,୫୭୧ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୩୪,୦୨୧ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଝାରଖଣ୍ଡରେ କରୋନାର ୧୩୫ ନୂଆ ମାମଲା ରାଂଚି, ଝାରଖଣ୍ଡରେ କରୋନାର ୧୩୫ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୬୩୯ ହୋଇଛି । Tags: Corona Update Continue Reading Previous: ମୁମ୍ବାଇରେ ଗତ ୨୪ ଘଂଟାରେ ୬୯୬ କରୋନାର ନୂଆ ମାମଲାNext: କରୋନାରେ ଦେଶରେ ଗତ ୨୪ ଘଂଟାରେ ୫୩,୨୫୬ ନୂଆ ମାମଲା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ ରାଷ୍ଟ୍ରୀୟ ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ October 15, 2025 ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ ରାଷ୍ଟ୍ରୀୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ October 9, 2025 ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ ରାଷ୍ଟ୍ରୀୟ ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ October 9, 2025