

ଶିଶୁପୁତ୍ରର ମୃତଦେହ କୂଅରୁ ଉଦ୍ଧାର
ମୋହନା,ଗଜପତି ଜିଲ୍ଲା ଆର. ଉଦୟଗିରି ଥାନା ଅନ୍ତର୍ଗତ ମହେନ୍ଦ୍ରଗଡ଼ ଗ୍ରାମର ଜଣେ ଦୁଇ ବର୍ଷର ଶିଶୁପୁତ୍ରର ମୃତଦେହକୁ କୂଅରୁ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ । ସ୍ଥାନୀୟ ଲୋକଙ୍କ ଠାରୁ ଏ ସମ୍ପର୍କରେ ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଂଚି କୂଅ ମଧ୍ୟରୁ ଶିଶୁପୁତ୍ରର ମୃତଦେହକୁ ଉଦ୍ଧାର କରିଥିଲେ ।