
ସେହିପରି ଆଉ ତିନି ଜଣ ଆକ୍ରାନ୍ତଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଥିବା ନେଇ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୬୧ କୁ ବୃଦ୍ଧି ପାଇଛି । ଏଥି ସହ ଜିଲ୍ଲାରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୯ ରହିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
