
ଭୁବନେଶ୍ୱର,ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୦ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୬୩୩ ହୋଇ ଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । କଟକ ଓ ବରଗଡ଼ ଜିଲ୍ଲାରେ ୫-୫ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେହିପରି ଝାରସୁଗୁଡା ଓ ପୁରୀରେ ୪ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ଅନ୍ୟପକ୍ଷରେ ଗଂଜାମ ଓ କୋରାପୁଟ ଜିଲ୍ଲାରେ ୩ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ବଲାଙ୍ଗୀର, ବୌଦ୍ଧ, ସଂବଲପୁର ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ପ୍ରାଣ ହରାଇ ଥିବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡା, ରାୟଗଡା ଜିଲ୍ଲାରେ ଜଣେ ଲେଖାଏ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ୪୩ଜଣଙ୍କର ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୦ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୬୩୩ ହୋଇ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO