ସେହିପରି ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ,ସକାଳ ମଧ୍ୟରେ ଝାରସୁଗୁଡା, ସମ୍ବଲପୁର ବରଗଡ, ସୁନ୍ଦରଗଡ ଓ ଦେବଗଡ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହା ବ୍ୟତୀତ ବାଲେଶ୍ୱର , ଭଦ୍ରକ, ଯାଜପୁର ,କେନ୍ଦ୍ରାପଡା, କଟକ , ଜଗତସିଂହପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଂଜ, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନୟାଗଡ ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏଥିସହ୨୭ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରାଯାଇଛି ।
Related Stories
December 9, 2024