ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୬ ଗିରଫ, ୩୬୦ବାହନ ଜବତ desk June 23, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୬ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୩୬୦ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୧,୫୩,୩୫୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Odisha Police Continue Reading Previous: ଗୋଟିଏ ଦିନରେ ୩୪୫୬ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୮୬୯୪୬Next: ଗୋଟିଏ ଦିନରେ ୩୪୫୬ କରୋନା ଆକ୍ରାନ୍ତ ଚିହ୍ନଟ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 14 August 2025 Important news 1 min read ଓଡିଶା Indo Kaling Times 14 August 2025 Important news August 14, 2025 ଓଡ଼ିଶାରେ ଧିମେଇ ଯାଇଛି ପିଏମ ସୂର୍ଯ୍ୟ ଘର ଯୋଜନା ଓଡିଶା ଓଡ଼ିଶାରେ ଧିମେଇ ଯାଇଛି ପିଏମ ସୂର୍ଯ୍ୟ ଘର ଯୋଜନା August 14, 2025 ତ୍ରିରଙ୍ଗା ମେଳା ଓ ତ୍ରିରଙ୍ଗା କନ୍ସର୍ଟ ଅନୁଷ୍ଠିତ ଓଡିଶା ତ୍ରିରଙ୍ଗା ମେଳା ଓ ତ୍ରିରଙ୍ଗା କନ୍ସର୍ଟ ଅନୁଷ୍ଠିତ August 14, 2025