ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୬ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୩୬୦ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୧,୫୩,୩୫୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।
Related Stories
May 6, 2024