

ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୪,୧୬୯ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୪,୧୬୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫୩,୮୮୦ ହୋଇଛି ।
ଉତରାଖଣ୍ଡରେ ଗତ ୨୪ ଘଂଟାରେ ୧୭୧ କରୋନାର ନୂଆ ମାମଲା
ଦେହରାଦୁନ , ଉତରାଖଣ୍ଡରେ ଗତ ୨୪ ଘଂଟାରେ ୧୭୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୮୯୬ ହୋଇଛି