ସେହିପରି ଆଉ ଜଣେ ଆକ୍ରାନ୍ତଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଥିବା ନେଇ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ମୃତକ ଜଣକ ୩୧ ବର୍ଷିୟ ପୁରୁଷ । ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୬୮ କୁ ବୃଦ୍ଧି ପାଇଛି । ଏଥି ସହ ଜିଲ୍ଲାରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୧୬ ରହିଛି ।
Related Stories
November 22, 2024