ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୨୦ ଜଣ, ବରଗଡ଼ରୁ ୩୧ ଜଣ, ଭଦ୍ରକରୁ ୧୩୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୧୮, କଟକରୁ ୩୮୨ ଜଣ, ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୨ ଜଣ, ଗଜପତି ଜିଲ୍ଲାରୁ ୧୩ , ଗଞ୍ଜାମରୁ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୩୧ ଜଣ, ଯାଜପୁରରୁ ୨୯୨ ଜଣ, ଝାରସୁଗୁଡ଼ାରୁ ୧୪ ଜଣ, କଳାହାଣ୍ଡିରୁ ୩୫ ଜଣ, କନ୍ଧମାଳ ଜିଲ୍ଲାରୁ ୩୬ ଜଣ. କେନ୍ଦ୍ରାପଡ଼ାରୁ ୭୧ ଜଣ, କେନ୍ଦୁଝରରୁ ୭୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୪୦୧ ଜଣ, କୋରାପୁଟରୁ ୫୪ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୪୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୭୪ ଜଣ, ନବରଙ୍ଗପୁରରୁ ୫୦ ଜଣ, ନୟାଗଡ଼ରୁ ୧୪୦ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୧୬୧ ଜଣ, ରାୟଗଡ଼ାରୁ ୫୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୩୦ ଜଣ, ସୋନପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୭୧ ଜଣ ଓ ଷ୍ଟେଟ୍ ପୁଲରୁ ୬୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
Related Stories
November 21, 2024
November 21, 2024