
ଭୁବନେଶ୍ୱର, ଏ ବର୍ଷର ମାଟ୍ରିକ ପରୀକ୍ଷା ଫଳାଫଳ ଆଜି ପ୍ରକାଶ ପାଇବ । କଟକ ସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ ଅଫିସରେ ଆଜି ଅପରାହ୍ନ ୪ଟାରେ ଏହା ପ୍ରକାଶ ପାଇବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆ ଯାଇଛି । ଏହା ସହିଚ ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ଫଳ ବି ପ୍ରକାଶ ପାଇବ ବୋଲି ବୋର୍ଡ ପକ୍ଷରୁ କୁହା ଯାଇଛି । ରେଜଲ୍ଟ ସଂଧ୍ୟା ୬ଟା ପରେ ୱେବସାଇଟ (ଭଗ୍ଦରକ୍ଟୟସଗ୍ଦଷବ.ବମ.ସଦ୍ଭ / ଭଗ୍ଦରକ୍ଟୟସଗ୍ଦଷବ.ଦ୍ଭସମ.ସଦ୍ଭ) ରେ ଉବଲବ୍ଧ ହେବ । ସେହିପରି ଇଂଟରନେଟ ସୁବିଧା ନଥିଲେ ଏସଏମଏସ କରି ବି ରେଜଲ୍ଟ ଜାଣିହେବ । ଏଥିପାଇଁ ମୋବାଇଲରେ ଓଆର୦୧ଣ୍ଟରୋଲ ନଂ> ଟାଇପ କରି ୫୬୭୬୭୫୦ କୁ ଏସଏମଏସ ପଠାଇଲେ ରେଜଲ୍ଟ ମିଳିପାରିବ ।