ଦିଲ୍ଲୀରେ ଗତ ୨୪ ଘଂଟାରେ ୧୦୯ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୦୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୭୬୭ହୋଇ ଯାଇଛି ।