ଆସାମରେ କରୋନାର ୨,୭୯୩ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୨,୭୯୩ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୨୮,୪୫୭ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଝାରଖଣ୍ଡରେ କରୋନାର ୧୩୩ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୧୩୩ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୧୮୪ ହୋଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୯,୬୭୭ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୯,୬୭୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୫୬ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୨୦,୭୧୫ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧୧୫ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୧୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୬୮୦ହୋଇ ଯାଇଛି ।
କେରଳରେ ଗତ ୨୪ ଘଂଟାରେ ୧୧,୫୪୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ ,କେରଳରେ ଗତ ୨୪ ଘଂଟାରେ ୧୧,୫୪୬ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୦୫,୯୩୬ ହୋଇ ଯାଇଛି ।