ଓଡିଶା ଗୋରୁ ଚାଲାଣକୁ ନେଇ ଗଣ୍ଡଗୋଳ, ଗାଡ଼ି ଭଙ୍ଗାରୁଜା : ୪ ଆହତ, ୯ ଅଟକ desk June 29, 2021 ବାରିପଦା, ମୟୂରଭଞ୍ଜ ଜିଲ୍ଲା ଉଦଳା ଗୋରୁ ହାଟରୁ ଗୋରୁ ଚାଲାଣକୁ ନେଇ ଘଟିଛି ଗଣ୍ଡଗୋଳ ଓ ଗାଡ଼ି ଭଙ୍ଗାରୁଜା । ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି । ଘଟଣାରେ ଉଦଳା ପୋଲିସ ୯ ଜଣଙ୍କୁ ଥାନାରେ ଅଟକ ରଖି ପଚରା ଉଚୁରା ଚଳାଇଛି । କଲରା ପତରିଆ ବାଘ ଛାଲ ଜବତ, ଜଣେ ଅଟକ ବଲାଙ୍ଗିର, ବଲାଙ୍ଗିର ଜିଲ୍ଲା ସଇଁତଳା ବ୍ଲକ୍ କଅଁସର ଗାଁରୁ ଏକ କଲରା ପତରିଆ ବାଘର ଛାଲ ଜବତ ହୋଇଛି । ଘଟଣାରେ ପୋଲିସ ଜଣଙ୍କୁ ଅଟକ ରଖିଛି । ପୋଲିସ ପକ୍ଷରୁ ଏନେଇ ଅଧିକ ଛାନଭିନ୍ ଜାରୀ ରହିଛି । Tags: /Tiger skin seized : 1 detained 9 detained Cow trafficking : 4 injured Continue Reading Previous: ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ରଥ ନିର୍ମାଣ କାର୍ଯ୍ୟ ଜାରୀ ରଖିବାକୁ ଜିଲ୍ଲାପାଳଙ୍କୁ ସେବାୟତଙ୍କ ଦାବିପତ୍ରNext: ଗୋଟିଏ ଦିନରେ ୨,୬୪୦ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯,୦୬,୪୨୯ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ 1 min read ଓଡିଶା ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ December 19, 2025 ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ ଓଡିଶା ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ December 19, 2025 ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା ଓଡିଶା ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା December 19, 2025