
କର୍ଣାଟକରେ   ଗତ ୨୪ ଘଂଟାରେ  ୩,୨୨୨   କରୋନାର ନୂଆ ମାମଲା
ବେଙ୍ଗାଲୁରୁ ,କର୍ଣାଟକରେ  ଗତ ୨୪ ଘଂଟାରେ ୩,୨୨୨   ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୯୩  ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ  କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି  ୮୫,୯୯୭ ହୋଇଛି ।
