ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୦୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୩୧ ହୋଇ ଯାଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୩,୨୨୨ କରୋନାର ନୂଆ ମାମଲା
ବେଙ୍ଗାଲୁରୁ ,କର୍ଣାଟକରେ ଗତ ୨୪ ଘଂଟାରେ ୩,୨୨୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୯୩ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮୫,୯୯୭ ହୋଇଛି ।