
ଭୋପାଳ , ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୪୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮ ଜଣଙ୍କର ମୃତ୍ୟୁ ଘଟିଛି । ମଧ୍ୟ ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୭୯ ହୋଇ ଯାଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୯,୩୩୬ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୯,୩୩୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୨୩ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୨୩,୨୨୫ ହୋଇଛି ।
ମଣିପୁରରେ ୬୪୩ କରୋନାର ନୂଆ ମାମଲା
ଇମ୍ଫାଲ, ମଣିପୁରରେ ଗତ ୨୪ ଘଂଟାରେ ୬୪୩ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟରେ ୬,୧୫୯ ସକ୍ରିୟ ମାମଲା ରହିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO