ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୬,୪୭,୪୨୪ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ,ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୬,୪୭,୪୨୪ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୪୨,୧୪,୨୪,୮୮୧ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା