ନୟାଗଡ଼, ରାସ୍ତା ନିର୍ମାଣ ଦାବିରେ ସଦର ଥାନା ଶିମିଳିସାହି ନିକଟରେ ୫୭ ନଂ ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି ଆଖପାଖ ୧୭ ଖଣ୍ଡ ମୌଜାର ବାସନ୍ଦା । ରାସ୍ତାରୋକ ଯୋଗୁଁ ଦୀର୍ଘ ସମୟ ଧରି ସମ୍ପୃକ୍ତ ରୁଟ୍ ରେ ଯାନବାହନ ଚଳାଚଳ ବ୍ୟାହତ ହୋଇଛି ।
ନୟାଗଡ଼, ରାସ୍ତା ନିର୍ମାଣ ଦାବିରେ ସଦର ଥାନା ଶିମିଳିସାହି ନିକଟରେ ୫୭ ନଂ ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି ଆଖପାଖ ୧୭ ଖଣ୍ଡ ମୌଜାର ବାସନ୍ଦା । ରାସ୍ତାରୋକ ଯୋଗୁଁ ଦୀର୍ଘ ସମୟ ଧରି ସମ୍ପୃକ୍ତ ରୁଟ୍ ରେ ଯାନବାହନ ଚଳାଚଳ ବ୍ୟାହତ ହୋଇଛି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO